ଭୁବନେଶ୍ୱର, :ସଂପ୍ରତି ରାଜ୍ୟର କେତେକ ଭାଗରେ ବର୍ଷାଜନିତ ଖରାପ ପାଣିପାଗ ଯୋଗୁଁ ଦେଖାଦେଇଥିବା ପରିସ୍ଥିତିକୁ ଦୃଷ୍ଟିରେ ରଖି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ୟୁ.ଜି. ଓ ପି.ଜି. ନାମଲେଖା ତାରିଖରେ ପରିବର୍ତ୍ତନ କରାଯାଇଛି । ୟୁ.ଜି. ନାମଲେଖା ଓ ଆବେଦନକାରୀଙ୍କ ରିପୋର୍ଟି(ଦ୍ୱିତୀୟ ପର୍ଯ୍ୟାୟ ଚୟନ) ଏବଂ ପି.ଜି.(ପ୍ରଥମ ପର୍ଯ୍ୟାୟ ଚୟନ)କୁ ଆଗାମୀ ତା.୫.୮.୨୦୨୩ରିଖ ଶନିବାରକୁ ଘୁଞ୍ଚାଇ ଦିଆଯାଇଛି ବୋଲି ଉଚ୍ଚଶିକ୍ଷା ବିଭାଗ ଉପ ନିର୍ଦ୍ଦେଶକ, ପି.ଟି.ସି. ଜଣାଇଛନ୍ତି ।
ରାଜ୍ୟ
ୟୁ.ଜି. ଓ ପି.ଜି. ନାମଲେଖା ତାରିଖ ଘୁଞ୍ଚିଲା
- Hits: 391








