ହେଡଲାଇନସ୍:

ବଦଳିଲେ ଜିଲ୍ଲା ଶିକ୍ଷାଧିକାରୀ,ରାଜଶ୍ରୀ ନୂତନ ଜିଲ୍ଲା ଶିକ୍ଷାଧିକାରୀ

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନୟାଗଡ଼ ଜିଲ୍ଲାର ନୂତନ ଜିଲ୍ଲା ଶିକ୍ଷାଧିକାରୀ ଭାବେ ରାଜଶ୍ରୀ ପଟ୍ଟନାୟକଙ୍କୁ ରାଜ୍ୟ ସରକାର ନିଯୁକ୍ତି ଦେଇଛନ୍ତି। ଏଠାରେ କାର୍ଯ୍ୟରତ ଥିବା ଶିକ୍ଷାଧିକାରୀ ଅକ୍ରୁର ବାରିକଙ୍କ ଭଦ୍ରକ ଜିଲ୍ଲାକୁ ବଦଳି ହୋଇଛି। ଆଜି ପୂର୍ବାହ୍ନରେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ଵାରା ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ରାଜ୍ୟ ସରକାର ୧୮ଜଣ ଶିକ୍ଷାଧିକାରୀଙ୍କୁ ବଦଳି କରିଛନ୍ତି। ସୂଚନାଯୋଗ୍ୟ ଯେ ଶ୍ରୀମତୀ ପଟ୍ଟନାୟକ ପୂର୍ବରୁ ଓସେପାର ଯୁଗ୍ମ ନିର୍ଦ୍ଦେଶିକା ଭାବେ ଭୁବନେଶ୍ୱର ଠାରେ କାର୍ଯ୍ୟରତ ଥିଲେ।

0
0
0
s2sdefault