ପଦ୍ମପୁର/ଶିବାଶିଷ ପଟ୍ଟନାୟକ :- କନସିଂହା ପଞ୍ଚାୟତ କାର୍ଯ୍ୟାଳୟ ରେ ଏକ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି l ବିଧାୟିକା ବର୍ଷା ସିଂ ବରିହା ମୂଖ୍ୟ ଅତିଥି ଭାବେ ଯୋଗଦେଇ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ କରିଛନ୍ତି l ଏହି କାର୍ଯ୍ୟକ୍ରମ ରେ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ନୂପୁର ସେଠ, ସଭାପତି ନାରାୟଣ ବେହେରା, ସରପଞ୍ଚ ଟଙ୍କମଣି ସ୍ଵାଇଁ ଉପସ୍ଥିତ ଥିଲେ l
ରାଜ୍ୟ
କନସିଂହା ପଞ୍ଚାୟତରେ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ l
- Hits: 384








