ହେଡଲାଇନସ୍:

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବଙ୍କ ସହ ପ୍ରାଥମିକ ଶିକ୍ଷକ ସଂଘର କର୍ମକର୍ତ୍ତାମାନଙ୍କ ଆଲୋଚନା

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ଭୁବନେଶ୍ୱର:ଆଜି ଅପରାହ୍ନରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବଙ୍କ ସମ୍ମିଳନୀ କକ୍ଷରେ ପ୍ରାଥମିକ ଶିକ୍ଷକ ସଂଘର କର୍ମକର୍ତ୍ତାମାନଙ୍କ ସହ ସଂଘର ରହିଥିବା ବିଭିନ୍ନ ଦାବୀ ସଂପର୍କରେ ସୌହାର୍ଦ୍ଦ୍ୟପୂର୍ଣ୍ଣ ଆଲୋଚନା ହୋଇଛି । ବିଭାଗୀୟ ସଚିବଙ୍କ ପୌରହିତ୍ୟରେ ହୋଇଥିବା ଏହି ଆଲୋଚନାରେ ବିଭାଗର ପଦାଧିକାରୀମାନଙ୍କ ଉପସ୍ଥିତିରେ ପ୍ରାଥମିକ ଶିକ୍ଷକ ସଙ୍ଘର କର୍ମକର୍ତ୍ତାମାନେ ନିଜର ଦାବୀ ଉପସ୍ଥାପନ କରିଥିଲେ । ପୁଙ୍ଖାନୁପୁଙ୍ଖ ଆଲୋଚନା ପୂର୍ବକ ସମସ୍ତ ଦାବୀଗୁଡିକୁ ଆନ୍ତଃ ମନ୍ତ୍ରୀସ୍ତରୀୟ ବୈଠକରେ ଉପସ୍ଥାପନ କରାଯିବା ସଂପର୍କରେ ନିଷ୍ପତ୍ତି ଗ୍ରହଣ କରାଯାଇଛି ।

0
0
0
s2sdefault