ଜମଲା ପଞ୍ଚାୟତ ରେ ଭତ୍ତା ବଣ୍ଟନ କଲେ ବିଧାୟିକା

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ପଦ୍ମପୁର /ଶିବାଶିଷ ପଟ୍ଟନାୟକ : - ରାଜବୋଡ଼ାସମ୍ବର ବ୍ଳକ୍ ଅନ୍ତର୍ଗତ ଜମଲା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଏକ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି l ବିଧାୟିକା ବର୍ଷା ସିଂ ବରିହା ମୁଖ୍ୟଅତିଥି ଭାବେ ଯୋଗଦେଇ ୧୮ ଜଣ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ କରିଛନ୍ତି l ଏହି କାର୍ଯ୍ୟକ୍ରମରେ ଜୋନ ୦୨ ଜିଲ୍ଲା ପରିଷଦ ପୂର୍ଣିମା ରଣା, ସରପଞ୍ଚ ଐଶ୍ୱର୍ଯ୍ୟା ପାଣିଗ୍ରାହୀ, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ କ୍ଷୀରସାଗର ସାହୁ ଉପସ୍ଥିତ ଥିଲେ l

0
0
0
s2sdefault