ଭୁବନେଶ୍ୱର- ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଯୁଗ୍ମ ଶାସନ ସଚିବ ତଥା ଯୁଗ୍ମ ନିର୍ଦ୍ଦେଶକା ଶ୍ରୀମତୀ ଅତସୀ ଦାସ ପ୍ରଖ୍ୟାତ କବି ତଥା ଅଧ୍ୟାପକ ଶ୍ରୀ ଜୟନ୍ତ ମହାପାତ୍ରଙ୍କୁ ଆଜି ସାକ୍ଷାତ କରିଛନ୍ତି । ଶ୍ରୀ ମହାପାତ୍ର ଅସୁସ୍ଥ ହୋଇ କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସପିଟାଲରେ ଚିକିତ୍ସିତ ହେଉଛନ୍ତି । ଶ୍ରୀମତୀ ଦାସଚିକିତ୍ସା କରୁଥିବା ଡାକ୍ତରୀ ଦଳଙ୍କୁ କବିଙ୍କ ସ୍ୱାସ୍ଥ୍ୟବସ୍ଥା ସଂପର୍କରେ ପଚାରି ବୁଝିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଥିଲେ।
ରାଜ୍ୟ
ପ୍ରଖ୍ୟାତ କବି ଶ୍ରୀ ଜୟନ୍ତ ମହାପାତ୍ରଙ୍କ ଆଶୁ ଆରୋଗ୍ୟ କାମନା
- Hits: 673








