ଭୁବନେଶ୍ୱର : ନିକଟରେ ଓଡିଶା ଗସ୍ତରେ ଆସିଥିଲେ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ | ମହାମହିମ ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ ସଂପର୍କିତ ଫଟୋ ଆଲବମ୍ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ପ୍ରଦାନ କରିଛନ୍ତି ଆଜି ସୂଚନା ଓ ଲୋକ ସଂପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ |
ରାଜ୍ୟ
ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ ସଂପର୍କିତ ଫଟୋ ଆଲବମ୍ ରାଜ୍ୟପାଳଙ୍କୁ ପ୍ରଦାନ କଲେ ସୂଚନା ଓ ଲୋକ ସଂପର୍କ ନିର୍ଦ୍ଦେଶକ
- Hits: 722








