ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କକୁ ମିଳିଲା ଜାତୀୟ ପୁରସ୍କାର

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ଜାତୀୟ ପୁରସ୍କାର ଲାଭ କରିଛିା ସମଗ୍ର ଦେଶରେ ଥିବା ସମବାୟ ବ୍ୟାଙ୍କଗୁଡ଼ିକ ମଧ୍ୟରେ ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ଉତ୍ତମ ସେବା ଓ ପ୍ରଦର୍ଶନ ପାଇଁ ତୃତୀୟ ପୁରସ୍କାର ପାଇଛିା
ଜାତୀୟ ରାଜ୍ୟ ସମବାୟ ବ୍ୟାଙ୍କ ମହାସଂଘ (ଏନ୍ଏଏଫ୍ଏସ୍ସିଓବି) ପକ୍ଷରୁ ରାଜସ୍ଥାନରେ ଅନୁଷ୍ଠିତ ବାର୍ଷିକ ଅଧିବେଶନରେ ୨୦୨୦-୨୧ ଓ ୨୦୨୧-୨୨ ପାଇଁ ଓଡ଼ିଶାକୁ ଏହି ପୁରସ୍କାର ମିଳିଛିା ଅନୁଷ୍ଠିତ ଉତ୍ସବରେ ଅତିଥିମାନଙ୍କଠାରୁ ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ସଭାପତି ଟି. ପ୍ରସାଦ ରାଓ ଦୋରା ଓ ନିର୍ଦ୍ଦେଶକ ଅମ୍ବିକା ପ୍ରସାଦ ଦାସ ପୁରସ୍କାର ଗ୍ରହଣ କରିଥିଲୋ

0
0
0
s2sdefault