ହେଡଲାଇନସ୍:

ସୋଆ ପକ୍ଷରୁ ରକ୍ତଦାନ ଶିବିର ଆୟୋଜିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର, ୨୦/୧୦: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଗୁରୁବାର ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌) ଠାରେ ଏକ ରକ୍ତଦାନ ଶିବିରର ଆୟୋଜନ କରାଯାଇଥିଲା ।
ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଟ୍ରାନ୍ସଫ୍ୟୁଜନ୍ ମେଡିସିନ୍ ବିଭାଗର ମୁଖ୍ୟ ପ୍ରଫେସର ଗିରିଜା ନନ୍ଦିନୀ କାନୁନ୍‌ଗୋଙ୍କର ପ୍ରତ୍ୟକ୍ଷ ତତ୍ୱାବଧାନରେ ଏହି ରକ୍ତଦାନ ଶିବିର ପରିଚାଳନା କରାଯାଇଥିବା ବେଳେ ମୋଟ ୧୫୭ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା ।
ଏହି ଅବସରରେ ସୋଆ ଏନ୍‌ସିସି ଅଫିସର ଡକ୍ଟର ସତୀଶ କୁମାର ସାମଲ ଓ ଅନ୍ୟାନ୍ୟ ଫ୍ୟାକଲ୍ଟି ଓ ଛାତ୍ରଛାତ୍ରୀମାନେ ରକ୍ତଦାନ କରିଥିଲେ ।

0
0
0
s2sdefault