ହେଡଲାଇନସ୍:

ପଦ୍ମପୁର ଏନ୍ ଏ ସି ରେ ମଧୁବାବୁ ପେନସନ ଯୋଜନା ରେ ଭତ୍ତା ବଣ୍ଟନ ସମାରୋହ ଅନୁଷ୍ଠିତ l

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ପଦ୍ମପୁର :- ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ସଭା ଗୃହରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ ସମାରୋହ ଅନୁଷ୍ଠିତ ହୋଇଯାଇଛି l ବିଧାୟିକା ବର୍ଷା ସିଂ ମୁଖ୍ୟ ଅତିଥି ଭାବେ ଯୋଗଦେଇ ୭୨ ଜଣ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ, ୧୧ ଜଣ ଙ୍କୁ ମୁକ୍ତା କାର୍ଯ୍ୟାଦେଶ ଓ ୨୩ ଜଣ ନୂତନ ହିତାଧିକାରୀଙ୍କୁ ମଧୁବାବୁ ପେନସନ ଯୋଜନାରେ ଭତ୍ତା ପ୍ରଦାନ କରିଥିଲେ l ଏନ୍ ଏ ସି ଅଧ୍ୟକ୍ଷା ସାବିତ୍ରୀ ବାଗ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଉପାଧ୍ୟକ୍ଷା ଭାରତୀ ପଟ୍ଟନାୟକ, କାର୍ଯ୍ୟନିର୍ବାହୀ ଅଧିକାରୀ ରାମଚନ୍ଦ୍ର ମାଝୀ ଙ୍କ ସମେତ ସମସ୍ତ କାଉନ୍ସିଲର ଓ କର୍ମଚାରୀ ଉପସ୍ଥିତ ଥିଲେ l

0
0
0
s2sdefault