ପଦ୍ମପୁର /ଶିବାଶିଷ ପଟ୍ଟନାୟକ :- ଜମଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ନୂଆ-ଓ, ଯୁବ ଓଡ଼ିଶା- ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି l ଅଧକ୍ଷ ବିରଜା ପ୍ରସାଦ ଦଳପତି ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ବିଧାୟିକା ବର୍ଷା ସିଂ ବରିହା ମୁଖ୍ୟ ଅତିଥି, ଜିଲ୍ଲା ପରିଷଦ ସଭ୍ୟା ପୂର୍ଣ୍ଣିମା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରିଥିଲେ l ନୀଳିମା କର ସ୍ଵାଗତ କରିଥିବାବେଳେ ରମେଶ ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ l ଉତ୍କଳ ସାହୁ ପରିଚାଳନା କରିଥିବା ବେଳେ ବିକାଶ ପଧାନ ଧନ୍ୟବାଦ ଅର୍ପଣ କରିଥିଲେ l ମହାବିଦ୍ୟାଳୟ ର ସମସ୍ତ ଅଧ୍ୟାପକ-ଅଧ୍ୟାପିକା ମାନଙ୍କ ସହ ଛାତ୍ରଛାତ୍ରୀ ବୃନ୍ଦ ଉପସ୍ଥିତ ଥିଲେ।
ରାଜ୍ୟ
ଜମଲା କଲେଜ ରେ ନୂଆ-ଓ - ଯୁବ ଓଡ଼ିଶା, ନବୀନ ଓଡ଼ିଶା ଉଦଯାପିତ l
- Hits: 216