ହେଡଲାଇନସ୍:

ଗୋପାଳପୁର ଠାରେ ବିଜୁ ଜନତା ଦଳର ପ୍ରଥମ କାର୍ଯ୍ୟକାରିଣୀ ବୈଠକ।

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ଭଞ୍ଜନଗର ରୁଉଦୟନାଥ ପଣ୍ଡା: ଗଞ୍ଜାମ ଜିଲ୍ଲା ର ଗୋପାଳପୁର ପାନ୍ଥନିବାସୀ ଠାରେ ଗଞ୍ଜାମ ଜିଲ୍ଲା ବିଜୁ ଜନତା ଦଳ ତରଫରୁ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି।
ଏହି ବୈଠକ ରେ ମାନ୍ୟବର ଅର୍ଥ ମନ୍ତ୍ରୀ ଶ୍ରୀଯୁକ୍ତ ବିକ୍ରମ କେଶରୀ ଆରୁଖ, ବିଜୁ ଜନତା ଦଳର ରାଜ୍ୟ ଉପ ସଭାପତି ତଥା ବଡ଼ମ୍ବା ବିଧାୟକ ଶ୍ରୀଯୁକ୍ତ ଦେବୀ ପ୍ରସାଦ ମିଶ୍ର, ବ୍ରହ୍ମପୁର ସାଂସଦ ଶ୍ରୀଯୁକ୍ତ ଚନ୍ଦ୍ର ଶେଖର ସାହୁ, ଆସ୍କା ସାଂସଦ ପ୍ରମିଳା ବିଶୋଇ, ସୋରଡ଼ା ବିଧାୟକ ଶ୍ରୀଯୁକ୍ତ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ, ପୋଲସରା ବିଧାୟକ ଶ୍ରୀଯୁକ୍ତ ଶ୍ରୀକାନ୍ତ ସାହୁ,ବ୍ରହ୍ମପୁର ବିଧାୟକ ଶ୍ରୀଯୁକ୍ତ ବିକ୍ରମ କୁମାର ପଣ୍ଡା, କବିସୂର୍ଯ୍ୟନଗର ବିଧାୟିକା ଶ୍ରୀମତୀ ଲତିକା ପ୍ରଧାନ, ଆସିକା ବିଧାୟିକା ଶ୍ରୀମତୀ ମଞ୍ଜୁଳା ସ୍ୱାଇଁ ,ଖଲ୍ଲିକୋଟ ବିଧାୟିକା ଶ୍ରୀମତୀ ସୂର୍ଯ୍ୟମଣୀ ବୈଦ୍ୟ, ସାନଖେମୁଣ୍ଡି ପୂର୍ବତନ ବିଧାୟିକା ନନ୍ଦିନୀ ଦେବୀ, ଛତ୍ରପୁର ବିଧାୟକ ଶ୍ରୀ ସୁବାସ ଚନ୍ଦ୍ର ବେହେରା,ଗଞ୍ଜାମ ଜିଲ୍ଲା ବିଜୁ ଜନତା ଦଳର ସଭାପତି ଡ଼.ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ,ଗଞ୍ଜାମ ଜିଲ୍ଲା ଜୀବନ ବିନ୍ଦୁ ସଂଯୋଜକ ଶ୍ରୀ ସୁବାସ ମହାରଣା, ବ୍ରହ୍ମପୁର ମେୟର ଶ୍ରୀମତୀ ସଂଘମିତ୍ରା ଦଳେଇ, ଗଞ୍ଜାମ ଜିଲ୍ଲା ପରିଷଦ ଅଧ୍ଯକ୍ଷା ଶ୍ରୀମତୀ ଅଞ୍ଜଳି ସ୍ୱାଇଁ, ଗଞ୍ଜାମ ଜିଲ୍ଲା ବିଜୁ ଜନତା ଦଳର ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ଓ ସଦସ୍ୟା, ଜିଲ୍ଲା ବିଜୁ ଜନତା ଦଳର କର୍ମକର୍ତ୍ତାଙ୍କ ସ‌ହ ବିଜୁ ଯୁବ,ଛାତ୍ର, ମହିଳା ଜନତା ଦଳ ର କର୍ମକର୍ତ୍ତା, ଭଞ୍ଜନଗର ଵିଜ୍ଞାପିତ ଅଞ୍ଚଳ ପରିଷଦ ର ଅଧ୍ୟକ୍ଷ ଶ୍ରୀ ଗୋପବନ୍ଧୁ ମହାପାତ୍ର ବି ଉପସ୍ଥିତ ଥିଲେ ତଥା ପଞ୍ଚାୟତିରାଜ ନିର୍ବାଚିତ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ।

0
0
0
s2sdefault