ହେଡଲାଇନସ୍:

କୋରାପୁଟ ନୌକା ଦୁର୍ଘଟଣାରେ 5 ଜଣ ବ୍ୟକ୍ତିଙ୍କ ମୃତ୍ୟୁ : ମୁଖ୍ୟମନ୍ତ୍ରୀଙ୍କ ଶୋକ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ଚାରି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଗତକାଲି କୋରାପୁଟ ଜିଲ୍ଲାର ନନ୍ଦପୁର ବ୍ଲକର ପାତାଳୀ ନଦୀରେ ଏକ ନୌକା ଦୁର୍ଘଟଣାରେ 5 ଜଣ ବ୍ୟକ୍ତି ଙ୍କ ମୃତ୍ୟୁ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ଚାରି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି. ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି |

0
0
0
s2sdefault