ହେଡଲାଇନସ୍:

ସମବାୟ ମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରାପଡା ଅର୍ବାନ କୋପରେଟିଭ ବ୍ୟାଙ୍କ ସିଇଓ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର : କେନ୍ଦ୍ରାପଡା ଅର୍ବାନ  କୋପରେଟିଭ ବ୍ୟାଙ୍କ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀମତୀ ଭାଗ୍ୟଲକ୍ଷ୍ମୀ ପଣ୍ଡା ରାଜ୍ୟ ସମବାୟ ମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି | ଶ୍ରୀମତୀ ପଣ୍ଡା ଲୋକସେବା ଭବନଠାରେ ମନ୍ତ୍ରୀ ଶ୍ରୀ ନାୟକଙ୍କୁ ଭେଟି ନୁଆବର୍ଷର ଶୁଭକାମନା ଜଣାଇବା ସହ କେନ୍ଦ୍ରାପଡା ଅର୍ବାନ ବ୍ୟାଙ୍କ ସମ୍ପର୍କରେ ମଧ୍ୟ ଆଲୋଚନା କରିଥିଲେ |

0
0
0
s2sdefault