ହେଡଲାଇନସ୍:

କଦଳୀଗଡ଼ ହାଇସ୍କୁଲ ରେ ସହିଦ୍ ଦିବସ ପାଳନ

User Rating: 2 / 5

Star ActiveStar ActiveStar InactiveStar InactiveStar Inactive
 

ରେଢ଼ାଖୋଲ ରୁ ଯଶୋବନ୍ତ ସାହୁ: ରେଢ଼ାଖୋଲ ବ୍ଲକ ଅନ୍ତର୍ଗତ କଦଳୀଗଡ଼ ହାଇସ୍କୁଲ ରେ ସହିଦ ଦିବସ ଅବସର ରେ କୁଇଜ୍ ଓ ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଟିତ ହୋଇଯାଇଛି l ଏହି ପ୍ରତିଯୋଗିତା ରେ ନବମ ଓ ଦଶମ ଶ୍ରେଣୀର ଛାତ୍ର ଛାତ୍ରୀ ଅଂଶଗ୍ରହଣ କରିଥିଲେ l ଏହି ପ୍ରତିଯୋଗିତା କୁ ରେଢ଼ାଖୋଲ ଥାନା ଅଧିକାରୀ ଏସ୍ଆଇ ରାଜକୁମାର ବିଶ୍ୱାଳ ଙ୍କ ତତ୍ତ୍ୱାବଧାନରେ ଅନୁଷ୍ଟିତ ହୋଇଥିଲା l ଏହି କାର୍ଯ୍ୟକ୍ରମରେ ହାଇସ୍କୁଲ ର ପ୍ରଧାନ ଶିକ୍ଷକ ବିରେନ୍ଦ୍ର କୁମାର ସାହୁ ଓ ସହକାରୀ ଶିକ୍ଷକ ଶ୍ରୀକାନ୍ତ ମହାନ୍ତି ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ଉଦବୋଧନ ଦେଇଥିଲେ l ଏହି ସ୍କୁଲ ର ପୁରାତନ ଛାତ୍ର ସହିଦ ଚମ୍ପେଶ୍ୱର ମହାଖୁଡ଼ ଙ୍କ ପ୍ରତି ଶ୍ରଦ୍ଧାଞ୍ଜଳୀ ପ୍ରଦାନ କରିଥିଲେ l

0
0
0
s2sdefault