ହେଡଲାଇନସ୍:

ବାଣପୁର ମାନସିଂହ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଆନ୍ତର୍ଜାତିକ ବାଳିକା ଦିବସ ପାଳିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ବାଣପୁର (ସେକ କୌସର ): ଆଜି ମାନସିଂହ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଆନ୍ତର୍ଜାତିକ ବାଳିକା ଦିବସ ପାଳିତ ହୋଇଯାଇଛି। ଉକ୍ତ ଉତ୍ସବରେ ବାଣପୁର ବିଇଓ ସନାତନ ଜାଲି, ବିଆରସିସି ସନ୍ଧ୍ୟାରାଣୀ ହରିଚନ୍ଦନ ଏବଂ ଖୋର୍ଦ୍ଧା ଡ଼ିଆଇଇଟି ରୁ ମହେଶ କୁମାର ବେହେରା ଯୋଗଦେଇ ବାଳିକା ଦିବସର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ।ସିଆରସିସି ମନୋରଞ୍ଜନ ଖୁଣ୍ଟିଆ, ସୂର୍ଯ୍ୟକାନ୍ତ ବେହେରା, ତାପସ କୁମାର ମହାରଣା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ଅନ୍ୟାନ୍ୟ ସହକାରୀ ଶିକ୍ଷକ ଉକ୍ତ କାର୍ଯ୍ୟକ୍ରମକୁ ସୁଚାରୁରୂପେ ପରିଚାଳନା କରିଥିଲେ। ପରିଶେଷରେ କୃତି ଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା।

0
0
0
s2sdefault