ହେଡଲାଇନସ୍:

ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ସଂକଳ୍ପ ପାଠ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ସୁନ୍ଦରଗଡ/ହୋରାଚାନ୍ଦ ଦେହୁରୀଆ : ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ସୁନ୍ଦରଗଡ ଜିଲ୍ଲା କାର୍ଯ୍ୟାଳୟରେ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା |  ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଡେପୁଟି କଲେକ୍ଟର (ଜରୁରୀକାଳୀନ ବିଭାଗ) ଶ୍ରୀ ମନୋରଞ୍ଜନ ଚୌଧୁରୀ ଜିଲ୍ଲା କାର୍ଯ୍ୟାଳୟର ସମସ୍ତ କର୍ମଚାରୀଙ୍କୁ ରାଷ୍ଟ୍ରୀୟ ଏକତାର ଶପଥ ପାଠ କରାଇଥିଲେ |

0
0
0
s2sdefault