ହେଡଲାଇନସ୍:

ଜଗତସିଂହପୁର (ସଂ)ଲୋକସଭା ଓ ତିର୍ତ୍ତୋଲ (ସଂ)ବିଧାନସଭା ନିର୍ବାଚନ ମଣ୍ଡଳୀ ନିମନ୍ତେ ପ୍ରାର୍ଥୀ ପତ୍ର ଦାଖଲ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଜଗତସିଂହପୁର,ତା-୦୭.୦୫.୨୦୨୪/ସୁମନ୍ତ କୁମାର ଦାସ:ଜଗତସିଂହପୁର(ସଂ )ଲୋକସ ଭା ନିର୍ବାଚନ ମଣ୍ଡଳୀ ନିମନ୍ତେ ଆଜି ଜିଲ୍ଲାପାଳ ଙ୍କ କାର୍ଯ୍ୟଳୟରେ ବିଜୁ ଜନତା ଦଳ ର ପ୍ରାର୍ଥୀନୀ ଡା. ରାଜଶ୍ରୀ ମଲ୍ଲିକ, ଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଧିକାରୀ ଶ୍ରୀ ଅନୁପମ ସାହା ଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେହିପରି ତିର୍ତ୍ତୋଲ(ସଂ )ବିଧାନସଭା ନିର୍ବାଚନ ମଣ୍ଡଳୀ ନିମନ୍ତେ ବିଜୁ ଜନତାଦଳ ର ପ୍ରାର୍ଥୀ ଶ୍ରୀ ରମାକାନ୍ତ ଭୋଇ,ଅତିରିକ୍ତ ଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଧିକାରୀ ଶ୍ରୀ ଅଭିମନ୍ୟୁ ବେହେରା ଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

0
0
0
s2sdefault