ହେଡଲାଇନସ୍:

କୋକନରା ପଞ୍ଚାୟତ ରେ କର୍ମୀ ସମ୍ମିଳନୀ ଅନୁଷ୍ଠିତ l

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ପଦ୍ମପୁର :- ପାଇକମାଲ ବ୍ଳକ୍ କୋକନରା ଠାରେ  ବିଜେଡି ର ଏକ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି l ପଞ୍ଚାୟତ ସଭାପତି ବିଜୟ ସ୍ଵାଇଁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମ୍ମିଳନୀରେ ବରିଷ୍ଠ ବିଜେଡି ନେତା ବିଜୟ ରାଓ, ଭୋଜ ରାଉତ ଯୋଗଦେଇ ଆଗାମୀ ସାଧାରଣ ନିର୍ବାଚନ ରେ ନିଜ ଦଳୀୟ ବିଧାନସଭା ପ୍ରାର୍ଥୀନୀ ବର୍ଷା ସିଂ ବରିହା ଓ ଲୋକସଭା ପ୍ରାର୍ଥୀନୀ ପରିଣତା ମିଶ୍ର ଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ଜୟଯୁକ୍ତ କରିବା ପାଇଁ ନିବେଦନ କରିଥିଲେ l ଏହି କାର୍ଯ୍ୟକ୍ରମ ରେ ପଞ୍ଚାୟତ ର ଶତାଧିକ କର୍ମୀ ଉପସ୍ଥିତ ଥିଲେ l

0
0
0
s2sdefault