ହେଡଲାଇନସ୍:

ବିଜୟ ମହାପାତ୍ର ଓ ବୁଲୁ ପ୍ରଧାନ ବିଜେପିରୁ ବହିଷ୍କୃତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର, ତା.୧୭/୦୫: ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀ ବିଜୟ ମହାପାତ୍ର ଓ ଶ୍ରୀ ଶାରଦା ପ୍ରଧାନ, ଏସ୍‌ସି ମୋର୍ଚ୍ଚା ରାଜ୍ୟ ଉପସଭାପତି ଶ୍ରୀ ରାକେଶ ମଲ୍ଲିକଙ୍କୁ ଦଳରୁ ବହିଷ୍କାର କରାଗଲା ବୋଲି ରାଜ୍ୟ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ ।

0
0
0
s2sdefault