ହେଡଲାଇନସ୍:

ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେଲେ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର: ବରିଷ୍ଠ ପ୍ରଶାସକ ଶ୍ରୀ ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ସେ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟରତ ଅଛନ୍ତି।

0
0
0
s2sdefault