ହେଡଲାଇନସ୍:

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଏବର୍ଷ ଆଉ ହବାର ନାହିଁ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା

ଭୁବନେଶ୍ୱର: ସପ୍ତଦଶ ବିଧାନସଭାର ଦ୍ଵିତୀୟ ଅଧିବେଶନ ନଭେମ୍ବର ୨୬ ତାରିଖ ଠାରୁ ଆରମ୍ଭ ହୋଇଛି ଏବଂ ଏହା ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବାରୁ ଆସନ୍ତା ମାସର ସୋମବାର ଗୁଡ଼ିକରେ ଭୁବନେଶ୍ଵର ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସାମୟିକ ଭାବେ ବନ୍ଦରହିବ।
ଏ ସମ୍ପର୍କରେ ରାଜ୍ୟର ସମସ୍ତ ଜନସାଧାରଣଙ୍କ ଅବଗତି ନିମନ୍ତେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ମାଧ୍ୟମରେ ଜଣାଇ ଦିଆଯିବ ବୋଲି ବିଭାଗପକ୍ଷରୁ କୁହାଯାଇଛି

0
0
0
s2sdefault