ହେଡଲାଇନସ୍:

ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ ବିଶ୍ଵବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ଭିନ୍ନକ୍ଷମମାନଙ୍କ ସମ୍ମାନରକ୍ଷା ଓ ସଶକ୍ତିକରଣ ଉଦ୍ଦେଶ୍ୟରେ ଶପଥ ଗ୍ରହଣ ନିମନ୍ତେ ନିର୍ଦ୍ଦେଶ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

 ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଉପଲକ୍ଷେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗଙ୍କ ପରାମର୍ଶକ୍ରମେ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ ବିଶ୍ଵବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ଭିନ୍ନକ୍ଷମମାନଙ୍କ ସମ୍ମାନରକ୍ଷା ଓ ସଶକ୍ତିକରଣ ଉଦ୍ଦେଶ୍ୟରେ ଏକ ଶପଥ ଗ୍ରହଣ କରିବା ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି । ଉକ୍ତ ଶପଥରେ ଭିନ୍ନକ୍ଷମମାନଙ୍କ ପ୍ରତି ସମ୍ମାନ, ସମ୍ବେଦନଶୀଳତା, ମାନବିକ ମର୍ଯ୍ୟାଦା ତଥା ସାହାଯ୍ୟର ଭାବନା ମାଧ୍ୟମରେ ଏକ ସମାନତା ଭିତ୍ତିକ ସଶକ୍ତ ସମାଜ ଗଠନ ପାଇଁ ପ୍ରେରଣା ନିହିତ ଅଛି ।

0
0
0
s2sdefault