ଓଡିଶା ରାଜ୍ୟ ପଣ୍ୟାଗାର ନିଗମ ପକ୍ଷରୁ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ରାଜ୍ୟ ସରକାରଙ୍କ ଲାଭାଂଶ ଭାବେ 4.36 କୋଟି ଟଙ୍କାର ଚେକ୍ ପ୍ରଦାନ କରାଯାଉଛି । ଆର୍ଥିକ ବର୍ଷ 2019-20 ଏବଂ 2020-21 ନିମନ୍ତେ ଆଜି ଏହି ଲାଭାଂଶ ପ୍ରଦାନ କରାଯାଇଛି । ସମବାୟ, ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ, ସମବାୟ ବିଭାଗ କମିଶନର-ତଥା-ଶାସନ ସଚିବ ଶ୍ରୀ ରାଜେଶ ପ୍ରଭାକର ପାଟିଲ, ଏବଂ ରାଜ୍ୟ ପଣ୍ୟାଗାର ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ମିହିର ପ୍ରସାଦ ମହାନ୍ତି ଉପସ୍ଥିତ ଅଛନ୍ତି 3 ଜାନୁଆରୀ 2025
ରାଜ୍ୟ
ରାଜ୍ୟ ପଣ୍ୟାଗାର ନିଗମ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଲାଭାଂଶ ଭାବେ 4.36 କୋଟି ଟଙ୍କାର ଚେକ୍ ପ୍ରଦାନ
- Hits: 18