ଏକ ଦିବସୟ ରାଷ୍ଟ୍ରୀୟ ସମ୍ମିଳନୀ ଏଂବ ନାଗରିକ ସମ୍ମାନ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ରାଉରକେଲା, (ବସନ୍ତ କୁମାର ଜେନା): ରାଉରକେଲା ର ଅଗ୍ରଣୀ ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ହେପି ମୋମମେଣ୍ଟ ଇଣ୍ଡିଆ ପକ୍ଷରୁ ରାଷ୍ଟ୍ରୀୟ ସମ୍ମିଳନୀ ଏଂବ ନାଗରିକ ସମ୍ମାନ ଆୟୋଜନ କରାଯାଇଛି |ଏହି କାର୍ଯ୍ୟକ୍ରମ ପ୍ରତିଷ୍ଠାତା ରାଜେନ୍ଦ୍ର ପ୍ରସାଦ ପଣ୍ଡା ଙ୍କ ତଦ୍ବ ବିଧାନ ରେ ଆୟୋଜିତ ହୋଇଇଥିଲା ବେଳେ ସର୍ବାଣି ଦ|ଶ  ମଞ୍ଚ ପରିଚାଳନା କରିଥିଲେ |ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି  , ପୁରୀ Dipro ସନ୍ତୋଷ ସେଠି,, ଶଙ୍କର ପରିଡା  ଏକ୍ସ  ବିଧାୟକ ଜୟନ୍ତ ସରଙ୍ଗୀ, ମହାରାଷ୍ଟ୍ର ରୁ ଉଜାୱାଲା ଆଵାୱାର,ଫିଲ୍ମ ମାକେର  ସଞ୍ଜୟ ନାୟକ, ଆଦି ମାତା କଳ୍ପନା, ଶିକ୍ୟବିତ୍ତ ଷଷଧର ପଣ୍ଡା,  ପ୍ରଦୀପ ଚୌଧୁରୀ  ସମାଜସେବୀ ପାର୍ଥ ରାଉତ ଯୋଗ ଦେଇଥିଲେ,ରାଜ୍ୟ ର ବିଭିନ୍ନ ପ୍ରତିଭା ମାନ ବ୍ୟକ୍ତି ବିଶେଷ ଙ୍କୁ  ମାନପତ୍ର ଟ୍ରଫି  ଉତ୍ତରୀଏ  ଗିଫ୍ଟ ଦେଇ ସମ୍ମାନନୀତ କରାଯଇଥହିଲା | ପ୍ରଗତି ପଥରେ ଭାରତ ଉପରେ ଆଲୋଚନା ହୋଇଥିଲା | ଶେଷରେ ରଶ୍ମିତା ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ |

0
0
0
s2sdefault