ଭୁବନେଶ୍ୱର ତା. ୧୬.୨- ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ନବନିଯୁକ୍ତ ସଭାପତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ ଭକ୍ତଚରଣ ଦାସ ଆସନ୍ତା ତା.୧୮.୨.୨୦୨୫ ରିଖ ମଙ୍ଗଳବାର ଦିବା ୧୦ ଘଂଟା ସମୟରେ ଭୁବନେଶ୍ୱର ବିମାନବନ୍ଦର ଠାରେ ପହଂଚିବେ । ସେଠାରୁ ସଭାପତି ଶ୍ରୀ ଦାସ ନେତୃବୃନ୍ଦ ମାନଙ୍କ ସହ ସଂକଳ୍ପ ପଦଯାତ୍ରାରେ ପୁରୀ ଅଭିମୁଖେ ଯାତ୍ରା କରିବେ । ଏହି ପଦଯାତ୍ରା ୧୮ ତାରିଖ ଦିନ ଭୁବନେଶ୍ୱରରୁ ପିପିଲି ପର୍ଯ୍ୟନ୍ତ, ୧୯ ତାରିଖ ଦିନ ପିପିଲି ଠାରୁ ଚନ୍ଦନପୁର ପର୍ଯ୍ୟନ୍ତ ଏବଂ ୨୦ ତାରିଖ ଦିନ ଚନ୍ଦନପୁର ଠାରୁ ଶ୍ରୀ ଜଗନ୍ନାଥ ମନ୍ଦିର ପୁରୀ ପର୍ଯ୍ୟନ୍ତ ଯିବାପାଇଁ ସ୍ଥିର ହୋଇଅଛି । ଉକ୍ତ ପଦଯାତ୍ରାର ଏକ କାର୍ଯ୍ୟସୂଚୀ ନିମ୍ନରେ ଉଲ୍ଲେଖ କରାଯାଇଛି । ଏହି ପଦଯାତ୍ରାରେ ବିଭିନ୍ନ ଜିଲ୍ଲା କଂଗ୍ରେସ କମିଟି ସଭାପତିମାନେ ସେମାନଙ୍କ ଜିଲ୍ଲାର କଂଗ୍ରେସ ନେତୃବୃନ୍ଦ ଓ କର୍ମୀମାନଙ୍କୁ ସଂଗରେ ଧରି ସେମାନଙ୍କ ନିମନ୍ତେ ଉଦ୍ଦିଷ୍ଟ ସ୍ଥାନରେ ଉପସ୍ଥିତ ରହି ପଦଯାତ୍ରାରେ ସାମିଲ ହେବାକୁ ସଭାପତି ଶ୍ରୀ ଦାସ ନିର୍ଦ୍ଦେଶ ଦେଇଛନ୍ତି ।
ନିଜ ଜିଲ୍ଲାରେ ଥିବା ନେତୃବୃନ୍ଦ ଓ କର୍ମୀମାନଙ୍କୁ ଏ ସମ୍ପର୍କରେ ସୂଚୀତ କରାଇ ଆପଣମାନଙ୍କ ନିମନ୍ତେ ଉଦ୍ଦିଷ୍ଟ ଥିବା ସ୍ଥାନରେ ନିଶ୍ଚିତ ଯୋଗଦେବାକୁ ସଂକଳ୍ପ କମିଟିର ଅଧ୍ୟକ୍ଷ ଡ. ଦେବାଶିଷ ପଟ୍ଟନାୟକ ଏକ ପ୍ରେସ ବିଜ୍ଞପ୍ତିରେ ପ୍ରକାଶ କରିଛନ୍ତି । ୧୮ତାରିଖ ଦିନ ଅନୁଗୁଳ,ବରଗଡ଼, ଭୁବନେଶ୍ୱର,ବଲାଙ୍ଗୀର.ବୌଦ୍ଧ,ଦେ
ରାଜ୍ୟ
ସଂକଳ୍ପ ଯାତ୍ରା ପାଇଁ ଜିଲ୍ଲା ୱାରି ଦାୟିତ୍ୱ ବଂଟନ
- Hits: 39