ଚେନ୍ନାଇ: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍. କେ. ଷ୍ଟାଲିନଙ୍କ ଦ୍ବାରା ଆୟୋଜିତ ହୋଇଥିବା ସର୍ବଦଳୀୟ ବୈଠକରେ ଯୋଗଦେବା ପାଇଁ ଯାଇଥିବା ପୂର୍ବତନ ମନ୍ତ୍ରୀ ତଥା ଦଳର କାର୍ଯ୍ୟକ୍ରମ ରୂପାୟନ କମିଟିର ଅଧ୍ୟକ୍ଷ ଶ୍ରୀ ସଞ୍ଜୟ ଦାସବର୍ମା ଓ ପୂର୍ବତନ ରାଜ୍ୟସଭା ସାଂସଦ ଡ଼ ଅମର ପଟ୍ଟନାୟକଙ୍କୁ ଚେନ୍ନାଇ ବିମାନ ବନ୍ଦରରେ ସ୍ଵାଗତ କଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଲୋକସଭା ସାଂସଦ ଦୟାନିଧି ମାରାନ୍ ଏଵଂ ରାଜ୍ୟସଭା ସାଂସଦ କାନିମୋଝି ସୋମୁ ।
ଏହି ବୈଠକରେ ଯୋଗଦେବା ପାଇଁ ଷ୍ଟାଲିନଙ୍କ ନିମନ୍ତ୍ରଣ ପତ୍ର ଧରି ଦୟାନିଧି ମାରାନ୍ ଓ ରାଜ୍ୟର ଶିଳ୍ପ ମନ୍ତ୍ରୀ ନବୀନ ନିବାସ ଆସି ବିଜୁ ଜନତା ଦଳର ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରି ଅନୁରୋଧ କରିଥିଲେ ।
ରାଜ୍ୟ
ସଞ୍ଜୟ ଓ ଅମରଙ୍କୁ ଚେନ୍ନାଇ ବିମାନ ବନ୍ଦରରେ ସ୍ଵାଗତ କଲେ ସାଂସଦ ଦୟାନିଧି ମାରାନ୍ ଏଵଂ କାନିମୋଝି
- Hits: 243