ହେଡଲାଇନସ୍:

ଗଛ ଭାଙ୍ଗି ରାସ୍ତା ଅବରୋଧ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଖପ୍ରାଖୋଲ ୨୫|୩ (ହେମସାଗର ସାହୁ) ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ପଞ୍ଚାୟତ ଧଣ୍ଡାମୁଣ୍ଡା-ପାଚେର୍ ରାସ୍ତାରେ ଏକ ଗଛ ଭାଙ୍ଗିପଡ଼ିବାରୁ ବହୁ ସମୟ ପର୍ଯ୍ୟନ୍ତ ରାସ୍ତା ଅବରୋଧ ହୋଇଥିଲା ଅଗ୍ନିଶମ ବିଭାଗ ଅଧିକାରୀ ଜୟ ଗୋପାଳ ପଣ୍ଡା ଙ୍କ ନେତୃତ୍ବରେ କର୍ମଚାରୀମାନେ ପହଞ୍ଚି ଗଛ କାଟି ସଫେଇ କରିବା ପରେ ଯିବାଆସିବା ସ୍ବାଭାବିକ ହୋଇଥିଲା |

0
0
0
s2sdefault