ହେଡଲାଇନସ୍:

ବରଗଡ ସାଂସଦଙ୍କୁ ଜନ୍ମ ଦିନର ଶୁଭେଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ବରଗଡ,୬ ୵ ୪: ଏପ୍ରିଲ ୫ ତାରିଖ ଦିନ ବରଗଡ ଲୋକସଭା ସାଂସଦ ଶ୍ରୀ ପ୍ରଦୀପ ପୁରୋହିତଙ୍କୁ ତାଙ୍କ ଜନ୍ମ ଦିବସରେ ଦେଶର ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜ୍ଞାପନ କରିବା ସହ ଜୀବନର ସୁଖ ସମୃଦ୍ଧି ପାଇଁ ଭଗବାନ ଙ୍କ ଠାରେ ପ୍ରାର୍ଥନା କରିଛନ୍ତି । ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ,କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ଯ ଶ୍ରୀ ପୁରୋହିତଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜ୍ଞାପନ କରିଛନ୍ତି । ଏତଦବ୍ୟତୀତ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କେ ଭି ସିଂ ଦେଓ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ସମେତ ଓଡ଼ିଶା ମନ୍ତ୍ରୀ ମଣ୍ଡଳର ଅନେକ ମନ୍ତ୍ରୀ,ବିଧାୟକ,ଅନେକ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତଙ୍କୁ ଜନ୍ମ ଦିନର ଶୁଭେଚ୍ଛା ବାର୍ତ୍ତା ଜଣାଇଛନ୍ତିି ।

0
0
0
s2sdefault