ବିଜେପୁର ରେ ବିକାଶ ରଥ ଗଡିଲା

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ବିଜେପୁର :-ରାଜ୍ୟ ସରକାରଙ୍କ ଏକ ବର୍ଷର ସଫଳତାର ଯାତ୍ରାକୁ ଲୋକାଭିମୁଖୀ କରିବା ତ‌ଥା ବିଭିନ୍ନ ସରକାରୀ ଯୋଜନା ସମ୍ବନ୍ଧରେ ଜନ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ବିଜେପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ସୋମବାର ଠାରୁ ବିକାଶ ବାହନର ଶୁଭାରମ୍ଭ ହୋଇଛି | ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ସନତ କୁମାର ଗଡ଼ତିଆ ଯୋଗଦେଇ ପତକା ଦେଖାଇ ବିକାଶ ବାହାନର ଶୁଭାରମ୍ଭ କରିଥିଲେ I ଏହି ବାହନ ବ୍ଲକର ବିଭିନ୍ନ ଅଞ୍ଚଳ ବୁଲି ଜନସାଧାରଣଙ୍କୁ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ବନ୍ଧରେ ବ୍ୟାପକ ସଚେତନତା ସୃଷ୍ଟି କରିବ।

0
0
0
s2sdefault