ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜାତୀୟ ଆଇନ ସେବା ପ୍ରାଧିକରଣ ଓ ଓଡିଶା ଆଇନ ସେବା ପ୍ରାଧିକରଣ ର ନିର୍ଦ୍ଦେଶରେ ଆଜି (ଗୁରୁବାର) ଟି.ଏମ୍. ହାଇସ୍କୁଲ , ଉପଲଡା ରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।
ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ , ଗଜପତିର ସଚିବ ଶ୍ରୀ ବିମଳ ରାଉଲ , ବ୍ଲକ୍ ଶିକ୍ଷା ଅଧିକାରୀ ଶ୍ରୀ ସିତାରାମ ପାତ୍ର , ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ୱାଇ . ଧର୍ମା ରାଓ , ପିଇଟି ଶିକ୍ଷକ ଶ୍ରୀ ସୁରେନ୍ଦ୍ର ପାତ୍ର , ଫୋରେଷ୍ଟର , ଶ୍ରୀ ସନ୍ତୋଷ ସାହୁ ଏହା ସହିତ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଛାତ୍ରଛାତ୍ରୀମାନେ ଏହି କାର୍ଯ୍ୟକ୍ରମରେ ଭଗ ନେଇଥିଲେ।
ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମ ମାନବ ସମ୍ପଦ ଓ ପରିବେଶ ସୁରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ ଭାବେ ଗ୍ରହଣ କରାଯାଇଛି। କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କୁ ବୃକ୍ଷର ଗୁରୁତ୍ୱ ବିଷୟରେ ସଚେତନ କରାଯାଇଥିଲା।
ରାଜ୍ୟ
ଜାତୀୟ ଆଇନ ସେବା ପ୍ରାଧିକରଣ ଓ ଓଡିଶା ଆଇନ ସେବା ପ୍ରାଧିକରଣ ର ନିର୍ଦ୍ଦେଶରେ ଟି.ଏମ୍. ହାଇସ୍କୁଲ , ଉପଲଡାରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ
- Hits: 14