ହେଡଲାଇନସ୍:

ନୂଆଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ନାବାଳିକାଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବା ସହ ପରିବାର ବର୍ଗଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ନୂଆଦିଲ୍ଲୀ: ପୁରୀ ଜିଲ୍ଲା ବଳଙ୍ଗା ଅଞ୍ଚଳରେ ଅଗ୍ନିକାଣ୍ଡର ଶିକାର ହୋଇ ନୂଆଦିଲ୍ଲୀ ସ୍ଥିତ ଏମ୍ସ ମେଡିକାଲରେ ଚିକିତ୍ସାଧୀନ ଥିବା ନାବାଳିକାଙ୍କ ପରିବାର ବର୍ଗଙ୍କୁ ଭେଟି ସମବେଦନା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ନାବାଳିକାଟିର ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଛନ୍ତି । ତାଙ୍କର ଆଶୁ ଆରୋଗ୍ୟ କାମନା କରିବା ସହ ଶୀଘ୍ର ସୁସ୍ଥ ହୋଇ ସେ ଘରକୁ ଫେରିବା ନେଇ ଶ୍ରୀ ପ୍ରଧାନ ମହାପ୍ରଭୁଙ୍କ ପାଖରେ ପ୍ରାର୍ଥନା କରିଛନ୍ତି ।

0
0
0
s2sdefault