ରାଜ୍ୟସ୍ତରୀୟ କବିତା ଆବୃତ୍ତି ପ୍ରତିଯୋଗୀତାରେ ଗଜପତି ଜିଲ୍ଲା ପୁରସ୍କୃତ

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଓଡ଼ିଶା ସାହିତ୍ୟ ଏକାଡେ଼ମୀ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ କବିତା ଆବୃତ୍ତି ପ୍ରତିଯୋଗୀତାରେ ଗଜପତି ଜିଲ୍ଲା ଦ୍ଵିତୀୟ ସ୍ଥାନ ଅଧିକାର କରି ଜିଲ୍ଲାକୁ ଗୌରବନ୍ଵିତ କରିଛିନ୍ତି ସ୍ଥାନୀୟ ଗାନ୍ଧୀ ସ୍ମୃତି ପ୍ରାଥମିକ ବିଦ୍ୟାଳୟ , ପାରଳାଖେମୁଣ୍ଡି ର ସପ୍ତମ ଶ୍ରେଣୀର ଛାତ୍ରୀ ସୁଶ୍ରୀ ଯସ୍ମିନ ବରାଡ ରାଜ୍ୟ ସ୍ତରୀୟ ଓଡ଼ିଶା ସାହିତ୍ୟ ଏକାଡେ଼ମୀ ର ୬୮ତମ ସ୍ୱର୍ଣ୍ଣ କ୍ଷେତ୍ର ଦିବସ (ଜୁଲାଇ ୨୫) ପାଳନ ନିମନ୍ତେ ଯେଉଁ ପ୍ରତିଯୋଗୀତା ଆୟୋଜନ କରାଯାଇଥିଲା ସେଥିରେ ଆମ ଜିଲ୍ଲା କୁ ପ୍ରତିନିଧିତ୍ଵ କରିବା ସହ ସେଥିରେ ଦ୍ୱିତୀୟ ସ୍ଥାନ ଅଧିକାର କରି ଆମ ଜିଲ୍ଲା କୁ ଗୌରବନ୍ୱିତ କରିଛନ୍ତି ଓ ଅନ୍ୟ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଛନ୍ତି ।
ଏହି କାର୍ଯ୍ୟକ୍ରମ ଆଜି ( ଶୁକ୍ରବାର) ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ର ମଣ୍ଡପ ଠାରେ ଅନୁଷ୍ଠିତ ହୋଇଥିଲା।

0
0
0
s2sdefault