ହେଡଲାଇନସ୍:

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ରେ ଶିଶୁ ସ୍ବାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ।

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ପଦ୍ମପୁର:- ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ରେ ଶିଶୁ ବାଟିକା ବିଭାଗ ର ଶିଶୁ ମାନଙ୍କର ଆଜି ସ୍ବାସ୍ଥ୍ୟ ପରୀକ୍ଷଣ କରାଯାଇଛି। ଏହି ଅବସରରେ ତାଲପାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଆୟୁଷ ଡାକ୍ତର ଡ଼ଃ ସମୀର ମେହେର ଯୋଗଦେଇ ୨୪୫ ଜଣ ଶିଶୁ ମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ସେଥିରୁ ୧୨ ଜଣ ଶିଶୁ ର ଦାନ୍ତ ପୋକ ସମସ୍ୟା ଥିବା ଦର୍ଶାଇ ଥିଲେ ।ଏହି କାର୍ଯ୍ୟକ୍ରମ ରେ ପର୍ଯ୍ୟାୟ ପ୍ରମୁଖ ଶ୍ରୀମତୀ ସୁଜାତା ତ୍ରିପାଠୀ ସହଯୋଗ କରିଥିଲେ । ସମସ୍ତ ଗୁରୁଜୀ ଗୁରୁମା ଙ୍କ ସହଯୋଗ ରେ କାର୍ଯ୍ୟକ୍ରମ ସଫଳ ହୋଇଥିଲା।

0
0
0
s2sdefault