ହେଡଲାଇନସ୍:

ଶିକ୍ଷୟତ୍ରୀ ସୁର୍ଯ୍ୟମଣି ନାୟକ ଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ।

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ବ୍ରହ୍ମପୁର: ଜିଲ୍ଲା ସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଛତ୍ରପୁର ସ୍ଥିତ ଅନସ୍ଲୋ ହାଇସ୍କୁଲ ରେ ଅନୁଷ୍ଠିତ ହୋଯାଇଅଛି। ଭି ଭି ଗିରି ସରକାରୀ ମହିଳା ମାଧ୍ୟମିକ ବିଦ୍ୟାଳୟ ର ସହକାରୀ ଶିକ୍ଷୟିତ୍ରୀ ସୂର୍ଯ୍ୟମଣି ନାୟକ ଜିଲ୍ଲପାଳ ଭି କୀର୍ତ୍ତି ଭାସନ୍ ଓ ଜିଲ୍ଲା ଶିକ୍ଷାଧିକାରୀ ଅଜୟ କମାର ପାତ୍ର ଙ୍କ ଠାରୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଛନ୍ତି ଓ ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି। ଏହି ପରିପ୍ରେକ୍ଷୀରେ ସେ ପ୍ରଶାସନ କୁ କୃତଜ୍ଞତା ଜଣାଇବା ସହ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଚାନ୍ଦିନୀ ପଣ୍ଡା ଓ ଅନ୍ୟାନ୍ୟ ଶିକ୍ଷୟିତ୍ରୀ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

0
0
0
s2sdefault