ବେଲଗୁଣ୍ଠା,-(ଶିବରାମ ଚୌଧୁରୀ)-, ଆଜି ବେଲଗୁଣ୍ଠା ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଅଭିଭାବକ ମାନଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି I ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରବୀନ୍ଦ୍ରନାଥରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସମସ୍ତ ଛାତ୍ରଛାତ୍ରୀଙ୍କ ଅଭିଭାବକ, ବିଦ୍ୟାଳୟର ସମସ୍ତ କର୍ମକର୍ତ୍ତା, ପ୍ରଧାନ ଆଚାର୍ଯ୍ଯ ଓ ସମସ୍ତ ଗୁରୁଜୀ ଓ ଗୁରୁମା ଉପସ୍ଥିତ ଥିଲେ I ବୈଠକରେ ବିଦ୍ୟାଳୟ ଉନ୍ନତି ବିଷୟରେ ଆଲୋଚନା ହୋଇଥିଲା l ଅନେକ ଅଭିଭାବକ ବିଦ୍ୟାଳୟ ଅତି ସୁନ୍ଦର ଭାବରେ ପରିଚାଳିତ ହେଉଛି ଏବଂ ଶିଶୁଙ୍କ ପ୍ରଗତି ପ୍ରତି ସମସ୍ତ ଗୁରୁଜୀ ଓ ଗୁରୁମା ମାନଙ୍କ ଭୂମିକା କୁ ଉଚ୍ଚପ୍ରଶଂସା କରିଥିଲେ I
ରାଜ୍ୟ
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଅଭିଭାବକ ସମ୍ମିଳନୀ
- Hits: 4