ହେଡଲାଇନସ୍:

ଲଖମରା ମାଧ୍ୟମିକ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ସମାରୋହ ଅନୁଷ୍ଠିତ।

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 


ପଦ୍ମପୁର:- ଲଖମରା ମାଧ୍ୟମିକ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ସମାରୋହ ଅଧ୍ୟକ୍ଷ ବିଜୟ କୁମାର ମିଶ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ବିଧାୟିକା ବର୍ଷା ସିଂ ବରିହା, ସମ୍ମାନିତ ଅତିଥି ଭାବେ ଅଧ୍ୟାପକ ମହେଶ୍ୱର ବଢେଇ ଓ ଧର୍ମେନ୍ଦ୍ର ଖମାରୀ ଯୋଗଦେଇ କୃତୀ ପ୍ରତିଭା ମାନଙ୍କୁ ପୁରସ୍କୃତ କରିଥିଲେ। ରାଜ୍ୟସ୍ତରୀୟ କ୍ରୀଡାବିତ୍ ମାନଙ୍କୁ ସମ୍ମାନିତ କରାଯାଇଥିଲା। କୁମୁଦିନୀ ଭୋଇ ପରିଚୟ ପ୍ରଦାନ କରିଥିବା ବେଳେ ତିଳୋତ୍ତମା କର୍ଣ୍ଣ ଧନ୍ୟବାଦ ଅର୍ପଣ କରିଥିଲେ।

0
0
0
s2sdefault