ହେଡଲାଇନସ୍:

ରେଳ ଧାରଣାରୁ ଜଣେ ଯୁବକ ର ଶବ ଉଦ୍ଧାର

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

 ( କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): ଛତ୍ରପୁର ଥାନା ଅନ୍ତର୍ଗତ କଣମଣା ଗ୍ରାମ ନିକଟସ୍ଥ ରେଳ ଧାରଣାରୁ ଜଣେ ଯୁବକ ର ମୃତ୍ୟୁ ଘଟିଥିବା ଜଣାପଡିଛି ଓ ରେଳବାଇ ପୋଲିସ୍ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ମୃତ ବ୍ୟକ୍ତିଙ୍କ ପକେଟ୍ ରୁ ଆଧାର କାର୍ଡ ଓ ମୋବାଇଲ ଫୋନ ଜବତ କରି ଜାଣିବାକୁ ପାଇଲେ ଯେ ମୃତ ଯୁବକ ଜଣକ ବୌଦ୍ଧ ଜିଲ୍ଲାର ବିବେକ ମୁଖୀ ଓ ବ୍ରହ୍ମପୁର ଠାରୁ ଛତ୍ରପୁର ଟିକେଟ ବାହାର କରି ଛତ୍ରପୁର ଅଭିମୁଖେ ଯାତ୍ରା କରୁଥିବା ବେଳେ କୌଣସି ଏକ ଗାଡ଼ି ରୁ ଖସି ପଡି ମୃତ୍ୟୁ ବରଣ କରିଛି। ପୋଲିସ ମାମଲା ନଂ ୫/୨୬ ଅନୁଯାୟୀ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

0
0
0
s2sdefault