ହେଡଲାଇନସ୍:

ମଧ୍ୟ ପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି: ଓଡ଼ିଶା ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ୱାର୍କିଂ ଗ୍ରୁପ ଗଠିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଯୋଗାଯୋଗ ପାଇଁ ହେଲ୍ପ ଲାଇନ ଓ ହ୍ୱାଟ୍ସ ଆପ ନଂ ଜାରି


ଭୁବନେଶ୍ୱର : ମଧ୍ୟ ପ୍ରାଚ୍ୟରେ ଯୁଦ୍ଧକାଳୀନ ଜରୁରୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ଏହି ପ୍ରରିପେକ୍ଷୀରେ ଓଡ଼ିଶା ସରକାରଙ୍କ ପକ୍ଷରୁ ସହାୟତା ଓ ସୂଚନା ପାଇଁ ଓଡ଼ିଶା ପରିବାର, ରାଜ୍ୟ ଗୃହ ବିଭାଗ, ରାଜ୍ୟ ଶ୍ରମ ନିର୍ଦ୍ଦେଶାଳୟ ଓ ବିଭିନ୍ନ ପ୍ରବାସୀ ଭାରତୀୟ ସଂସ୍ଥାମାନଙ୍କ ସହ ମିଳିତ ଭାବେ ଏକ ୱାର୍କିଂ ଗ୍ରୁପ ଗଠନ ହୋଇଛି । ସେହି ସ୍ଥାନରେ ଥିବା ବ୍ୟକ୍ତିମାନେ କୌଣସି ପ୍ରତିକୂଳ ପରିସ୍ଥିତିରେ ନିମ୍ନ ପ୍ରଦତ୍ତ ନଂ ରେ ଯୋଗାଯୋଗ କରନ୍ତୁ :

ବୈଦେଶିକ ମନ୍ତ୍ରଣାଳୟ- ୮୦୦-୪୬୩୪୨
ହ୍ୱାଟ୍ସ ଆପ ନଂ- ୯୭୧୫୪୩୦୯୦୫୭୧
ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ ସ୍ୱତନ୍ତ୍ର କାର୍ଯ୍ୟରତ ଅଧିକାରୀ (ଶ୍ରୀ ପ୍ରିତିଶ ପଣ୍ଡା)- ୯୫୮୩୩୨୧୯୬୪

0
0
0
s2sdefault