ପଦ୍ମପୁର/ ନୀଳ ଦୀପ : ପଦ୍ମପୁର ଉପଖଣ୍ଡକୁ ଜିଲ୍ଲା ଘୋଷଣା ଦାବିରେ ପଦ୍ମପୁର ଜିଲ୍ଲା କ୍ରିୟାନୁଷ୍ଠାନ କମିଟି ସମସ୍ତ ସରକାରୀ କାର୍ଯ୍ୟାଳୟକୁ ଅନିର୍ଦ୍ଦିଷ୍ଟ କାଳ ପଯ୍ୟନ୍ତ ବନ୍ଦ କରିଛନ୍ତି ।ଚିର ମରୁଡି ପ୍ରପିଡିତ ପଦ୍ମପୁର ଉପଖଣ୍ଡକୁ ଏକ ସ୍ବତନ୍ତ୍ର ଜିଲ୍ଲା ମାନ୍ୟତା ଦାବିରେ ବିଗତ ୦୮/୦୧/୨୦୧୯ ଦିନଠାରୁ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଅନୁଷ୍ଠାନ ମାନେ ଧାରଣାରେ ବସିଥିଲେ ମଧ୍ୟ କୌଣସି ସୁଫଲ ନ ମିଲିବାରୁ ବାଧ୍ୟ ହୋଇ ପଦ୍ମପୁର ଜିଲ୍ଲା କ୍ରୀୟାନୁଷ୍ଠାନ କମିଟି ତରଫରୁ ଆଜି ପଦ୍ମପୁର ଉପଖଣ୍ଡର ସମସ୍ତ ସରକାରୀ କାର୍ଯ୍ୟାଳୟ ଗୁଡିକୁ ଦାବୀ ପୁରଣ ନ ହେବା ପଯ୍ୟନ୍ତ ବନ୍ଦ କରାଯାଇଛି ।
ରାଜ୍ୟ
ପଦ୍ମପୁର ଉପଖଣ୍ଡକୁ ଜିଲ୍ଲା ଦାବିରେ ଆଜି ଠାରୁ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ।
- Hits: 1435