ଶିଶୁ ମନ୍ଦିରରେ ଗୁରୁପୂର୍ଣ୍ଣିମା ପାଳିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ପାରଳାଖେମୁଣ୍ଡି/ ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ଠାରେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ବ୍ୟାସପୂର୍ଣ୍ଣିମା ପାଳିତ ହୋଇଯାଇଛି । ଏହି ଅବସରରେ ପ୍ରାଧାନ୍ୟ ଆଚାର୍ଯ୍ୟ ସରୋଜ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଆଚାର୍ଯ୍ୟ ମୂରଲୀ ପ୍ରଧାନ ଓ ଆଚାର୍ଯ୍ୟା ଶୈଳଷ୍ଠା ଖଡଗରାୟ ଗୁରୁପରମ୍ପରା ଓ ଗୁରୁପୂଜନର ମହତ୍ୱ ଉପରେ ପିଲାଙ୍କୁ ବୁଝାଇଥିଲେ । ପିଲାମାନେ ଗୁରୁପୂଜନ କରି ଗୁରୁଦକ୍ଷିଣା ଅର୍ପଣ କରିଥିଲେ । ଏହି ଅବସରରେ ବିଦ୍ୟାଳୟ ପକ୍ଷରୁ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ହାଲୁଆ ପ୍ରସାଦ ବଣ୍ଟନ କରାଯାଇଥିଲା । ସମସ୍ତ ଆଚାର୍ଯ୍ୟ ଓ ଆଚାର୍ଯ୍ୟାମାନେ ସହଯୋଗ କରିଥିଲେ ।

0
0
0
s2sdefault