ୟୁଏସ-ଇଣ୍ଡିଆ ଷ୍ଟ୍ରାଟେଜିକ୍ ପାର୍ଟନରସିପ୍ ଫୋରମର ଅଧ୍ୟକ୍ଷଙ୍କ ସହ ଆଲୋଚନା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

User Rating: 5 / 5

Star ActiveStar ActiveStar ActiveStar ActiveStar Active
 


 ଭାରତ ଓ ଆମେରିକା ମଧ୍ୟରେ ଷ୍ଟ୍ରାଟେଜିକ୍ ଶକ୍ତି ସହଭାଗୀତା ଦୃଢ କରିବା ଉପରେ ଗୁରୁତ୍ୱ

ନୂଆଦିଲ୍ଲୀ/ଭୁବନେଶ୍ୱର, – ୟୁଏସ-ଇଣ୍ଡିଆ ଷ୍ଟ୍ରାଟେଜିକ୍ ପାର୍ଟନରସିପ୍ ଫୋରମର ଅଧ୍ୟକ୍ଷ ତଥା ସିଇଓ ମୁକେଶ ଅଘିଙ୍କ ସହ ବୁଧବାର ସାକ୍ଷାତ୍ କରି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ପୁଣି ଥରେ ଭାରତ-ଆମେରିକା ମଧ୍ୟରେ ଷ୍ଟ୍ରାଟେଜିକ୍ ଶକ୍ତି ସହାଭାଗୀତାକୁ ଦୃଢ କରିବା ପାଇଁ ଦ୍ୱିପକ୍ଷ ବ୍ୟାପାରକୁ ବୃଦ୍ଧି କରିବା ଦିଗରେ ଆଲୋଚନା ହୋଇଥିଲା । ସେହିପରି ଉର୍ଜା ଓ ଭିତିଭୂମି କ୍ଷେତ୍ରରେ ପୁଞ୍ଜି ନିବେଶ କରିବା ପାଇଁ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିବା ଶ୍ରୀ ପ୍ରଧାନ କହିଛନ୍ତି ।

0
0
0
s2sdefault