ହେଡଲାଇନସ୍:

ଓଡିଶା ରସଗୋଲାକୁ ଜିଆଇ ମାନ୍ୟତା ମିଳବା ସାରା ବିଶ୍ୱରେ ଥିବା ଓଡିଆଙ୍କ ପାଇଁ ସବୁଠୁ ମିଠା ଖବର - ଧର୍ମେନ୍ଦ୍ର ପ୍ରଧାନ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ନୂଆଦିଲ୍ଲୀ/ଭୁବନେଶ୍ୱର, – ଓଡିଶା ରସଗୋଲାକୁ ଜିଆଇ ମାନ୍ୟତା ମିଳିବା ନେଇ ଖୁସି ବ୍ୟକ୍ତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଓଡିଶା ରସଗୋଲାକୁ ଜିଆଇ ମାନ୍ୟତା ମିଳିବା ସାରା ବିଶ୍ୱରେ ଥିବା ଓଡିଆଙ୍କ ପାଇଁ ସବୁଠୁ ମିଠା ଖବର ବୋଲି ଶ୍ରୀ ପ୍ରଧାନ ସାମାଜିକ ଗଣମାଧ୍ୟମରେ କହିଛନ୍ତି ।
କେନ୍ଦ୍ରମନ୍ତ୍ରୀ  ଶ୍ରୀ ପ୍ରଧାନ ଉଲ୍ଲେଖ କରିଛନ୍ତି ଯେ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ଭୋଗ ହେଉଥିବା ଓଡିଶାର ରସଗୋଲା ପ୍ରାଚୀନ ଓଡିଆ ସଂସ୍କୃତି ଏବଂ ଭୋଜନର ଏକ ଅଶଂବିଶେଷ । ଓଡିଶା ରସଗୋଲାକୁ ଜିଆଇ ମାନ୍ୟତା ମିଳିବା ଓଡିଆଙ୍କ ପାଇଁ ଖୁସିର ଦିନ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।



 

0
0
0
s2sdefault