ହେଡଲାଇନସ୍:

ପ୍ରମୋଦ ଭଗତଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର(ଶାସକ ପ୍ରଶାସକ) – ଅର୍ଜୁନ ପୁରସ୍କାର ପାଇଁ ମନୋନୀତ ହୋଇଥିବା ଓଡିଶାର ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ପ୍ରମୋଦ ଭଗତଙ୍କୁ ଶୁଭେଚ୍ଛା ଜଣାଇବା ସହ ଆଗାମୀ ଦିନରେ ତାଙ୍କର ସଫଳତା କାମନା କରିଛନ୍ତି ବୋଲି ସାମାଜିକ ଗଣମାଧ୍ୟମରେ ପ୍ରକାଶ କରିଛନ୍ତି ।

0
0
0
s2sdefault