ହେଡଲାଇନସ୍:

ତାଳଚେର ଫର୍ଟିଲାଇଜର ପ୍ଲାଂଟକୁ ଶୀଘ୍ର କାର୍ଯ୍ୟକ୍ଷମ କରିବା ନେଇ କେନ୍ଦ୍ରମନ୍ତ୍ରୀଙ୍କ  ସମୀକ୍ଷା

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭାରତର ପ୍ରାକୃତିକ ଗ୍ୟାସ ଆମଦାନୀକୁ ହ୍ରାସ କରିବ ତାଳଚେର ଫର୍ଟିଲାଇଜର ପ୍ଲାଣ୍ଟ  - ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର, - ତାଳଚେର ଫର୍ଟିଲାଇଜର ପ୍ଲାଣ୍ଟକୁ ଶୀଘ୍ର କାର୍ଯ୍ୟକ୍ଷମ କରିବା ନେଇ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ  ଧର୍ମେନ୍ଦ୍ର ପ୍ରଧାନ ପେଟ୍ରୋଲିୟମ ମନ୍ତ୍ରାଳୟ  ତଥା ଫର୍ଟିଲାଇଜର୍ସ ବିଭାଗ ଓ ତାଳଚେର ଫର୍ଟିଲାଇଜର୍ସର ଅଧିକାରୀମାନଙ୍କ ସହ ସମୀକ୍ଷା କରିଛନ୍ତି ।ଏହି ପ୍ଲାଂଟ୍ କାର୍ଯ୍ୟକ୍ଷମ ହେଲେ ଏହା ଭାରତର ପ୍ରାକୃତିକ ଗ୍ୟାସ ଆମଦାନୀକୁ ହ୍ରାସ କରିବ ଏବଂ ଭାରତକୁ ଗ୍ୟାସ ଓ ସାର କ୍ଷେତ୍ରରେ ଆତ୍ମନିର୍ଭରଶୀଳ କରିବାରେ ସହାୟକ  ହେବ ବୋଲି ଶ୍ରୀ ପ୍ରଧାନ ସାମାଜିକ ଗଣମାଧ୍ୟମରେ ମତବ୍ୟକ୍ତ କରିଛନ୍ତି ।

0
0
0
s2sdefault