ହେଡଲାଇନସ୍:

ମେଡିଆ-ପବ୍ଲିକ ରିଲେସନ ଉପଦେଷ୍ଟା ମାନସ ମଙ୍ଗରାଜଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ମେଡିଆ -ପବ୍ଲିକ ରିଲେସନ ଉପଦେଷ୍ଟା ଭାବେ ନିଯୁକ୍ତ ହୋଇଥିବା ବରିଷ୍ଠ ସାମ୍ବାଦିକ ତଥା ବିଜେଡିର ସାଧାରଣ ସମ୍ପାଦକ ଶ୍ରୀ ମାନସ ମଙ୍ଗରାଜଙ୍କୁ ରାଜ୍ୟ ସରକାର ରାଷ୍ଟ୍ରମନ୍ତ୍ରୀ ପାହ୍ୟା ପ୍ରଦାନ କରିଛନ୍ତି ।  ଏ ସମ୍ପର୍କିତ ନିଷ୍ପତ୍ତିକୁ ମୁଖ୍ୟମନ୍ତ୍ରୀ ନବିନ ପଟନାୟକ ଅନୁମୋଦନ ଦେବା ପରେ  ଆଜି ଏହି ମର୍ମରେ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ବିଜ୍ଞପ୍ତି ପ୍ରକାଶ ପାଇଛି ।

0
0
0
s2sdefault