ହେଡଲାଇନସ୍:

ରାମ୍ପିଲା ଭାଲୁ : ଯୁବକ ଗୁରୁତର

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ନୂଆପଡ଼ା/ ଅମିତ ପୁରୋହିତ  :  ବୋଡେନ ବ୍ଲକର ନାଗପଡା ପଂଚାୟତ ଅଧୀନସ୍ଥ ଝରଣମାଲ ଗ୍ରାମର ପୂର୍ଣ୍ଣଚନ୍ଦ୍ର ମାଝି (୩୦) ଅପରାହ୍ନରେ ଜଙ୍ଗଲକୁ କାଠ ସଂଗ୍ରହ ପାଇଁ ଯାଇଥିବାବେଳେ ଭାଲୁ ଆକ୍ରମଣରେ ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ ପ୍ରଥମେ ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା ଓ ପରେ ରାୟପୁରକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି ।

0
0
0
s2sdefault