ହେଡଲାଇନସ୍:

ଦୀପାବଳି ଉପଲକ୍ଷେ ଧର୍ମେନ୍ଦ୍ର ଜଣାଇଲେ ଶୁଭେଚ୍ଛା 

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର(ଶାସକ ପ୍ରଶାସକ)  – ଆଲୋକର ପର୍ବ ପବିତ୍ର ଦୀପାବଳି ଉପଲକ୍ଷେ ଦେଶ ତଥା ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ପର୍ବ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଆଣିଦେଉ ବୋଲି ଶ୍ରୀ ପ୍ରଧାନ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ କାମନା କରିଛନ୍ତି । ଏହି ପବିତ୍ର ଦିନରେ ସମସ୍ତେ ସଚେତନ ହୋଇ ସୁରକ୍ଷିତ ଭାବେ ଦୀପାବଳି ପାଳନ କରିବାକୁ ଶ୍ରୀ ପ୍ରଧାନ ଅନୁରୋଧ କରିଛନ୍ତି ।

0
0
0
s2sdefault