- Hits: 302
କୋରାପୁଟ ଜିଲ୍ଲା ବୋରିଗୁମ୍ମା ସଡକ ଦୁର୍ଘଟଣାରେ ୩ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ
ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା, ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର: କୋରାପୁଟ ଜିଲ୍ଲା ବୋରିଗୁମ୍ମା ଅଞ୍ଚଳ ରେ ଏକ ସଡକ ଦୁର୍ଘଟଣାରେ ୩ ଜଣ ବ୍ୟକ୍ତି...








