- Hits: 250
ଏକ ବର୍ଷ ମଧ୍ୟରେ ସୋଆ ଅର୍ବାନ୍ ଭେଟେରିନାରୀ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି ୫୦୦୦ ରୁ ଊର୍ଦ୍ଧ୍ୱ ପଶୁପକ୍ଷୀ
ଭୁବନେଶ୍ୱର, ମେ ୫: ଗୋଟିଏ ବର୍ଷ ତଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଆରମ୍ଭ ହୋଇଥିବା ସହରାଂଚଳ ପଶୁ ଚିକିତ୍ସାଳୟ (ଅର୍ବାନ୍ ଭେଟେରିନାରୀ ହସ୍ପିଟାଲ୍)ରେ ବର୍ଷକ ମଧ୍ୟରେ ପ୍ରାୟ ୫୫୨୭ ପଶୁପକ୍ଷୀଙ୍କର ବିଭିନ୍ନ ରୋଗର ଚିକିତ୍ସା...